ପ୍ରକାଶିତ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। Viz kapitolaଓଡିଆ ବାଇବେଲ13 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ । Viz kapitolaପବିତ୍ର ବାଇବଲ (CL) NT (BSI)13 “ଯାହାର ଶୁଣିବା ଶକ୍ତି ଅଛି, ସେ ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଛନ୍ତି, ମନ ଦେଇ ଶୁଣୁ। Viz kapitolaପବିତ୍ର ବାଇବଲ13 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍। Viz kapitola |