Online Bible

- Reklamy -




ପ୍ରକାଶିତ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ଉଦ୍ଗାର କରିବାକୁ ଯାଉଅଛୁ।

Viz kapitola kopírovat

ଓଡିଆ ବାଇବେଲ

16 ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

16 କିନ୍ତୁ ତୁମ୍ଭେମାନେ ଶୀତଳ ବା ଉତ୍ତପ୍ତ ନ ହୋଇ ଈଷତ୍ଉଷ୍ଣ ହୋଇଥିବାରୁ, ମୁଁ ତୁମକୁ ମୋ’ ମୁଖରୁ ଉଦ୍ଗାର କରିବି!

Viz kapitola kopírovat

ପବିତ୍ର ବାଇବଲ

16 କିନ୍ତୁ ତୁମ୍ଭେ ଉତ୍ତପ୍ତ କିମ୍ବା ଶୀତଳ ନ ହୋଇ ନାତିଶୀତଷ୍ଣୋ ହେବାରୁ ମୁଁ ତୁମକୁ ମୁଖରୁ ଉଦ୍‌‌ଗାର କରି ବାହାର କରିଦେବି।

Viz kapitola kopírovat




ପ୍ରକାଶିତ 3:16

Následuj nás:

Reklamy


Reklamy