ପ୍ରକାଶିତ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଗ୍ନତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ। Viz kapitolaଓଡିଆ ବାଇବେଲ18 ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲଗାଇବା ପାଇଁ କଜ୍ୱଳ ଆମ୍ଭ ନିକଟରୁ କିଣ । Viz kapitolaପବିତ୍ର ବାଇବଲ (CL) NT (BSI)18 ତେଣୁ ମୁଁ ତୁମକୁ ପରାମର୍ଶ ଦେଇଛି, ଧନବାନ ହେବା ପାଇଁ ମୋ’ଠାରୁ ବିଶୁଦ୍ଧ ସୁବର୍ଣ୍ଣ କ୍ରୟ କର - ତୁମ୍ଭମାନଙ୍କର ଲଜ୍ଜାକର ଉଲଗ୍ନତାକୁ ଆବୃତ କରିବା ପାଇଁ ମୋ’ ନିକଟରୁ ଶୁକ୍ଲ ବସ୍ତ୍ର କ୍ରୟ କର। ପୁଣି ଦୃଷ୍ଟିଶକ୍ତି ନିର୍ମଳ କରିବା ପାଇଁ କିଛି ଅଞ୍ଜନ କିଣି ଚକ୍ଷୁରେ ଲଗାଅ। Viz kapitolaପବିତ୍ର ବାଇବଲ18 ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମୋ'ଠାରୁ ଅଗ୍ନିରେ ଖାଣ୍ଟି ହୋଇଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତରେ ଧନୀ ହୋଇଯିବ। ମୁଁ ତୁମ୍ଭକୁ ଏହା କହୁଛି: ଧଳା ବସ୍ତ୍ର କିଣ। ତେବେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘୋଡ଼େଇ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖିରେ ଲଗାଇବା ପାଇଁ ମଧ୍ୟ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତରେ ଦେଖି ପାରିବ। Viz kapitola |