ପ୍ରକାଶିତ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଜାଗ୍ରତ ହୁଅ, ପୁଣି, ମୃତ୍ୟୁ ନିମନ୍ତେ ପ୍ରସ୍ତୁତ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଈଶ୍ବରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଜାଗ୍ରତ ହୁଅ, ପୁଣି ଲୁପ୍ତପ୍ରାୟ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଈଶ୍ଵରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ। Viz kapitolaଓଡିଆ ବାଇବେଲ2 ଜାଗ୍ରତ ହୁଅ, ପୁଣି, ମୃତ୍ୟୁ ନିମନ୍ତେ ପ୍ରସ୍ତୁତ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଈଶ୍ୱରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ । Viz kapitolaପବିତ୍ର ବାଇବଲ (CL) NT (BSI)2 ତେଣୁ ଜାଗ୍ରତ ହୁଅ ଏବଂ ତୁମ ନିକଟରେ ଯାହା କିଛି ଅଛି, ତାହା ସମ୍ପୂର୍ଣ୍ଣଭାବେ ଲୁପ୍ତ ହେବା ପୂର୍ବରୁ ତାହାକୁ ବଳିଷ୍ଠ କର। କାରଣ ମୁଁ ଜାଣେ, ତୁମର କର୍ମସବୁ ଈଶ୍ୱରଙ୍କ ଦୃଷ୍ଟିରେ ଏ ପର୍ଯ୍ୟନ୍ତ ସିଦ୍ଧ ହୋଇ ନାହିଁ। Viz kapitolaପବିତ୍ର ବାଇବଲ2 ଜାଗି ଉଠ! ତୁମ୍ଭର ଯେଉଁ ଅବଶିଷ୍ଟ ବିଷୟ ଗୁଡ଼ିକ ଲୋପ ପାଇଯାଉଅଛି ସେଗୁଡ଼ିକ ସମ୍ପୂର୍ଣ୍ଣ ମରିଯିବା ପୂର୍ବରୁ ସେସବୁ ଦୃଢ଼ କର। କାରଣ ପରମେଶ୍ୱରଙ୍କ ଦୃଷ୍ଟିରେ ତୁମ୍ଭର କର୍ମକୁ ମୁଁ ନିର୍ଦ୍ଦୋଷ ପାଇ ନାହିଁ। Viz kapitola |