ପ୍ରକାଶିତ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ, Viz kapitolaପବିତ୍ର ବାଇବଲ (Re-edited) - (BSI)7 ଫିଲାଦେଲ୍ଫିଆ ମଣ୍ତଳୀର ଦୂତ ନିକଟକୁ ଲେଖ : ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର କଞ୍ଚି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ, Viz kapitolaଓଡିଆ ବାଇବେଲ7 ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ, Viz kapitolaପବିତ୍ର ବାଇବଲ (CL) NT (BSI)7 “ଫିଲାଦେଲ୍ଫିଆରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ: “ଯେ ସର୍ବତୋ ଭାବରେ ପବିତ୍ର ଓ ସତ୍ୟ ସ୍ୱରୂପ, ତାହାଙ୍କଠାରୁ ଏହି ବାର୍ତ୍ତା ଶୁଣ। ତାଙ୍କ ନିକଟରେ ଦାଉଦଙ୍କର ଚାବି ରହିଛି, ସେ ଯେଉଁ ଦ୍ୱାର ଖୋଲନ୍ତି, ଅନ୍ୟ କେହି ତାହା ବନ୍ଦ କରି ପାରିବ ନାହିଁ ଏବଂ ସେ ଯାହା ବନ୍ଦ କରନ୍ତି, ଅନ୍ୟ କେହି ତାହା ଖୋଲି ପାରିବ ନାହିଁ। Viz kapitolaପବିତ୍ର ବାଇବଲ7 “ଫିଲାଦେଲ୍ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯେ ପବିତ୍ର ଓ ସତ୍ୟ, ସେ ତୁମ୍ଭକୁ ଏହି କଥା ଲେଖୁଛନ୍ତି। ସେ ଦାଉଦଙ୍କ ଗ୍ଭବି ହାତରେ ଧରିଛନ୍ତି। ସେ ଯାହା ଖୋଲି ଦିଅନ୍ତି, ତାହା ବନ୍ଦ ହୋଇପାରେ ନାହିଁ। Viz kapitola |