ପ୍ରକାଶିତ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସିଂହାସନ ସମ୍ମୁଖରେ ସ୍ପଟିକ ପରି ସ୍ଵଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଅଗ୍ର ଓ ପଶ୍ଚାତ୍ ଚକ୍ଷୁରେ ପରିପୂର୍ଣ୍ଣ। Viz kapitolaଓଡିଆ ବାଇବେଲ6 ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ । Viz kapitolaପବିତ୍ର ବାଇବଲ (CL) NT (BSI)6 ପୁଣି ସିଂହାସନ ସମ୍ମୁଖରେ ସ୍ଫଟିକ ପରି ଏକ ସ୍ୱଚ୍ଛ ସମୁଦ୍ର ଦେଖା ଯାଉଥିଲା। ସିଂହାସନକୁ ଉଭୟ ପାଶ୍ୱର୍ରେ ଘେରି ରହିଥିଲେ ଚାରିଗୋଟି ପ୍ରାଣୀ; ସେମାନଙ୍କ ଶରୀରର ଅଗ୍ରଭାଗ ଓ ପୃଷ୍ଠଦେଶ ଚକ୍ଷୁରେ ପରିପୂର୍ଣ୍ଣ ଥିଲା। Viz kapitolaପବିତ୍ର ବାଇବଲ6 ସେହି ସିଂହାସନ ସମ୍ମୁଖରେ କିଛି ଗୋଟିଏ କାଚର ସମୁଦ୍ର ଭଳି ଦେଖାଯାଉଥିଲା, ଯାହା ସ୍ଫଟିକପରି ସ୍ୱଚ୍ଛ ଥିଲା। ସେହି ସିଂହାସନର ଗ୍ଭରିପଟେ ଗ୍ଭରୋଟି ଜୀବିତ ପ୍ରାଣୀ ଥିଲେ। ସେହି ଜୀବିତ ପ୍ରାଣୀଙ୍କର ଆଗ ଓ ପଛ ଉଭୟ ପଟେ ଚକ୍ଷୁ ଭରି ହୋଇରହିଥିଲା। Viz kapitola |