ପ୍ରକାଶିତ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜକୁଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ଵ କରିବେ। Viz kapitolaଓଡିଆ ବାଇବେଲ10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ । Viz kapitolaପବିତ୍ର ବାଇବଲ (CL) NT (BSI)10 ପୁଣି ଈଶ୍ୱରଙ୍କର ସେବା କରିବା ନିମନ୍ତେ ସେମାନଙ୍କୁ ଏକ ଯାଜକ ଗୋଷ୍ଠୀରେ ପରିଣତ କରିଅଛ ଏବଂ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।” Viz kapitolaପବିତ୍ର ବାଇବଲ10 ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ୟ ସ୍ୱରୂପ, ଓ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯାଜକଗଣ କରିଅଛ। ସେମାନେ ଏ ପୃଥିବୀ ଉପରେ ରାଜତ୍ୱ କରିବେ।” Viz kapitola |