ପ୍ରକାଶିତ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 କିନ୍ତୁ ସ୍ଵର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ। Viz kapitolaଓଡିଆ ବାଇବେଲ3 କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)3 କିନ୍ତୁ ସେହି ପାଣ୍ଡୁଲିପି ଫିଟାଇ ସେଥିରେ କଅଣ ଲେଖାଅଛି, ପଢ଼ିବାକୁ ସ୍ୱର୍ଗରେ, ପୃଥିବୀରେ କିମ୍ବା ପାତାଳରେ କେହି ବାହାରିଲେ ନାହିଁ। Viz kapitolaପବିତ୍ର ବାଇବଲ3 କିନ୍ତୁ ସେହି ଚର୍ମପତ୍ରକୁ ଫିଟାଇବାକୁ ଓ ତା'ଭିତର ଦେଖିବାକୁ ସ୍ୱର୍ଗ, ମର୍ତ୍ତ୍ୟ ବା ପାତାଳରେ କାହାରି ସାଧ୍ୟ ନ ଥିଲା। Viz kapitola |