ପ୍ରକାଶିତ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମେଷଶାବକ ଯେତେବେଳେ ଦ୍ଵିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ଵିତୀୟ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ। Viz kapitolaଓଡିଆ ବାଇବେଲ3 ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ । Viz kapitolaପବିତ୍ର ବାଇବଲ (CL) NT (BSI)3 ତା’ପରେ ମେଷଶାବକ ଦ୍ୱିତୀୟ ମୋହର ଭାଙ୍ଗିଲେ ଏବଂ ଦ୍ୱିତୀୟ ପ୍ରାଣୀ ମୋତେ କହିଲେ, “ଆସ”। Viz kapitolaପବିତ୍ର ବାଇବଲ3 ତା'ପରେ ମେଷଶାବକ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ। ମୁଁ ଦ୍ୱିତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି, “ଆସ”। Viz kapitola |