ପ୍ରକାଶିତ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ଵର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ। Viz kapitolaଓଡିଆ ବାଇବେଲ6 ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)6 ଏବଂ ମୋର ମନେ ହେଲା, ଚାରୋଟିଯାକ ପ୍ରାଣୀ ଏକ ସ୍ୱରରେ କହୁଛନ୍ତି: “ଦିନକର ମଜୁରୀରେ ଏକ କିଲୋ ଗହମ କିମ୍ବା ତିନି କିଲୋ ଯବ ମିଳିବ। କିନ୍ତୁ ଜୀତ ବୃକ୍ଷ ଓ ଅଙ୍ଗୁର କ୍ଷେତ୍ରକୁ ନଷ୍ଟ କର ନାହିଁ।” Viz kapitolaପବିତ୍ର ବାଇବଲ6 ତା'ପରେ ଗ୍ଭରି ଜୀବିତ ପ୍ରାଣୀଙ୍କ ମଧ୍ୟରୁ କେହି ଜଣେ କହିଲା ପରି ମୋତେ ଗୋଟିଏ ସ୍ୱର ଶୁଭିଲା। ସେ ସ୍ୱର କହୁଥିଲା, “ଗୋଟିଏ ଦିନକର ମଜୁରୀ ଏକ କିଲୋ ଗହମ, ଗୋଟିଏ ଦିନକର ମଜୁରୀ ତିନି କିଲୋ ଯବ ହେବ। କିନ୍ତୁ ତେଲ ଓ ଅଙ୍ଗୁରରସର କ୍ଷତି କର ନାହିଁ।” Viz kapitola |