ପ୍ରକାଶିତ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି? Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଶୁକ୍ଳ ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି? Viz kapitolaଓଡିଆ ବାଇବେଲ13 ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)13 ବୟୋଜ୍ୟେଷ୍ଠମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, “ଶୁକ୍ଲ ବସ୍ତ୍ରପରିହିତ ସେହି ଲୋକମାନେ କିଏ? ସେମାନେ କେଉଁଠାରୁ ଆସିଛନ୍ତି?” Viz kapitolaପବିତ୍ର ବାଇବଲ13 ତା'ପରେ ଜଣେ ପ୍ରାଚୀନ ମୋତେ କହିଲେ, “ଧଳା ରାଜ ପୋଷାକ ପିନ୍ଧିଥିବା ଏ ଲୋକମାନେ କିଏ? ସେମାନେ କେଉଁଠାରୁ ଆସିଅଛନ୍ତି?” Viz kapitola |