ପ୍ରକାଶିତ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଚତୁର୍ଥ ଦୂତ ତୂରୀଧ୍ଵନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ତଦ୍ରୂପ ହେଲା। Viz kapitolaଓଡିଆ ବାଇବେଲ12 ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)12 ତା’ପରେ ଚତୁର୍ଥ ଦୂତ ତାଙ୍କର ତୂରୀ ବଜାଇବା ମାତ୍ରେ, ସୂର୍ଯ୍ୟର ଏକ ତୃତୀୟାଂଶ, ଚନ୍ଦ୍ରର ଏକ ତୃତୀୟାଂଶ ଓ ନକ୍ଷତ୍ରଗୁଡ଼ିକର ଏକ ତୃତୀୟାଂଶ ବିନଷ୍ଟ ହେଲା। ତେଣୁ ଆଲୋକର ଏକ ତୃତୀୟାଂଶ ଉଜ୍ଜ୍ୱଳତା କମିଗଲା। ଫଳରେ ଦିନର ଏକ ତୃତୀୟାଂଶ ଏବଂ ରାତ୍ରିର ଏକ ତୃତୀୟାଂଶ ଆଲୋକରହିତ ହେଲା। Viz kapitolaପବିତ୍ର ବାଇବଲ12 ଯେତେବେଳେ ଚତୁର୍ଥ ଦୂତ ତୂରୀ ବଜାଇଲେ, ଏକତୃତୀୟାଂଶ ସୂର୍ଯ୍ୟ, ଏକତୃତୀୟାଂଶ ଚନ୍ଦ୍ର ଓ ଏକତୃତୀୟାଂଶ ନକ୍ଷତ୍ରଗୁଡ଼ିକ ଆଘାତ ପାଇଲେ। ତେଣୁ ସେମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ଅନ୍ଧକାରମୟ ହୋଇଗଲା। ଦିନ ଓ ରାତ୍ରିର ଏକ ତୃତୀୟାଂଶ ଆଲୋକବିହୀନ ହେଲା। Viz kapitola |