ପ୍ରକାଶିତ 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ତ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ। Viz kapitolaଓଡିଆ ବାଇବେଲ15 ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)15 ତେଣୁ ଏହି ନିର୍ଦ୍ଦିଷ୍ଟ ବର୍ଷ, ମାସ, ଦିନ ଓ ଦଣ୍ଡରେ, ସମଗ୍ର ମନୁଷ୍ୟ ଜାତିର ଏକ ତୃତୀୟାଂଶ ଲୋକଙ୍କୁ ହତ୍ୟା କରିବା ପାଇଁ ପ୍ରସ୍ତୁତ ହୋଇ ରହିଥିବା ସେହି ଚାରି ଦୂତଙ୍କୁ ମୁକ୍ତ କରି ଦିଆଗଲା। Viz kapitolaପବିତ୍ର ବାଇବଲ15 ତେଣୁ ଯେଉଁ ଗ୍ଭରି ଜଣ ଦୂତଙ୍କୁ ପୃଥିବୀର ଏକ ତୃତୀୟାଂଶ ଲୋକମାନଙ୍କର ପ୍ରାଣନାଶ କରିବାକୁ ସେହି ଘଣ୍ଟା, ଦିନ, ମାସ ଓ ସେହି ବର୍ଷ ପର୍ଯ୍ୟନ୍ତ ପ୍ରସ୍ତୁତ କରି ରଖାଯାଇଥିଲା, ସେମାନଙ୍କୁ ମୁକ୍ତ କରାଗଲା। Viz kapitola |