ରୋମୀୟ 1:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି ସେହିପରି ପୁରୁଷମାନେ ମଧ୍ୟ ସ୍ଵାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମାନଳରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି ଆପଣା ଆପଣାଠାରେ ସ୍ଵ ସ୍ଵ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ। Viz kapitolaଓଡିଆ ବାଇବେଲ27 ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)27 ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀ ସଙ୍ଗରେ ତୃପ୍ତ ନ ରହି ପରସ୍ପର ପ୍ରତି କାମାନଳରେ ଦଗ୍ଧ ହେଉଛନ୍ତି। ପୁରୁଷମାନେ ପରସ୍ପର ସହିତ ଘୃଣ୍ୟ ଆଚରଣ କରୁଛନ୍ତି ଓ ଫଳରେ କୁକର୍ମ ପାଇଁ ଦଣ୍ଡନୀୟ ହେଉଛନ୍ତି। Viz kapitolaପବିତ୍ର ବାଇବଲ27 ସେହିଭଳି ପୁରୁଷମାନେ ମଧ୍ୟ ସ୍ତ୍ରୀମାନଙ୍କ ସ୍ୱାଭାବିକ ସଙ୍ଗ ଛାଡ଼ି ପରସ୍ପର ଭିତରେ କାମନାରେ ଲିପ୍ତ ହେଲେ। ପୁରୁଷମାନେ ଅନ୍ୟ ପୁରୁଷମାନଙ୍କ ସହିତ ଅଶୋଭନୀୟ ବ୍ୟବହାର କଲେ। ନିଜର ମନ୍ଦ କାର୍ଯ୍ୟ ପାଇଁ ସେମାନେ ନିଜ ଦେହରେ ଦଣ୍ଡ ଭୋଗିଲେ। Viz kapitola |