ରୋମୀୟ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଯେଣୁ ଈଶ୍ଵରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ଵରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି। Viz kapitolaଓଡିଆ ବାଇବେଲ3 ଯେଣୁ ଈଶ୍ୱରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ୱରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାଁନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)3 ମନୁଷ୍ୟକୁ ଧାର୍ମିକ ରୂପେ ଗ୍ରହଣ କରିବା ପାଇଁ ଈଶ୍ୱରନିରୂପିତ ଉପାୟ ଅବଲମ୍ବନ ନ କରି ସେମାନେ ଧାର୍ମିକ ହେବାକୁ ନିଜ ପଥରେ ଚାଲିଛନ୍ତି। ତେଣୁ ସେମାନେ ଈଶ୍ୱରଙ୍କ ସେହି ପଥ ପରିତ୍ୟାଗ କରିଛନ୍ତି। Viz kapitolaପବିତ୍ର ବାଇବଲ3 ସେମାନେ ଜାଣି ନ ଥିଲେ ଯେ, ପରମେଶ୍ୱର କିପରି ତାହାଙ୍କ ସହିତ ଲୋକମାନଙ୍କୁ ଧାର୍ମିକ କରନ୍ତି। ସେମାନେ ଧାର୍ମିକ ହେବା ପାଇଁ ନିଜର ଉପାୟ ଦ୍ୱାରା ଚେଷ୍ଟା କଲେ। ଅତଏବ ସେମାନେ ଧାର୍ମିକତା ବୋଲି ଗଣିତ ପରମେଶ୍ୱରଙ୍କ ମାର୍ଗର ଅନୁସରଣ କଲେ ନାହିଁ। Viz kapitola |