ରୋମୀୟ 11:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ବର ସମର୍ଥ ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ, ସେମାନେ ଯଦି ଅବିଶ୍ଵାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ଵର ସମର୍ଥ ଅଟନ୍ତି। Viz kapitolaଓଡିଆ ବାଇବେଲ23 ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ୱର ସମର୍ଥ ଅଟନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)23 ଯଦି ଇହୁଦୀମାନେ ସେମାନଙ୍କ ଅବିଶ୍ୱାସ ଦୂର କରନ୍ତି, ତେବେ ସେମାନେ ସ୍ୱସ୍ଥାନରେ ପୁନଃସ୍ଥାପିତ ହେବେ। ଏହା କରିବାକୁ ଈଶ୍ୱର ସମର୍ଥ। Viz kapitolaପବିତ୍ର ବାଇବଲ23 ଯିହୂଦୀମାନେ ଯଦି ପୁନଃ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି, ତା'ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରିନେବେ। ସେମାନଙ୍କୁ ନିଜ ପୂର୍ବ ସ୍ଥାନ ଦେବା ପାଇଁ ପରମେଶ୍ୱର ସମର୍ଥ ହେବେ। Viz kapitola |