ରୋମୀୟ 11:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ବରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ଯିହୁଦୀମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ, Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ଵରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ଵାରା ଦୟା ପ୍ରାପ୍ତ ହୋଇଅଛ, Viz kapitolaଓଡିଆ ବାଇବେଲ30 ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ୱରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ, Viz kapitolaପବିତ୍ର ବାଇବଲ (CL) NT (BSI)30 ଅଣଇହୁଦୀମାନେ ପୂର୍ବେ ଈଶ୍ୱରଙ୍କ ଅବାଧ୍ୟ ଥିଲେ; କିନ୍ତୁ ବର୍ତ୍ତମାନ ଇହୁଦୀମାନଙ୍କ ଅବାଧ୍ୟତା ହେତୁ ଅଣଇହୁଦୀମାନେ ଈଶ୍ୱରଙ୍କ ଅନୁଗ୍ରହ ପ୍ରାପ୍ତ ହୋଇଛନ୍ତି। Viz kapitolaପବିତ୍ର ବାଇବଲ30 ଆଗରୁ ତୁମ୍ଭେମାନେ ପରମେଶ୍ୱରଙ୍କୁ ଅବଜ୍ଞା କରୁଥିଲ। କିନ୍ତୁ ବର୍ତ୍ତମାନ ଯିହୂଦୀମାନଙ୍କର ଅବଜ୍ଞାର ଫଳସ୍ୱରୂପ, ତୁମ୍ଭେମାନେ ଅନୁଗ୍ରହ ପ୍ରାପ୍ତ କରିଛ। Viz kapitola |