ରୋମୀୟ 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ଵ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ଵରଙ୍କ ସେବକ ସ୍ଵରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି। Viz kapitolaଓଡିଆ ବାଇବେଲ6 ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ୱରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)6 ଏଥିନିମନ୍ତେ ତୁମେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ଶାସକମାନେ କର୍ତ୍ତବ୍ୟ ପାଳନ କରିବା ବେଳେ ଈଶ୍ୱରଙ୍କ ସେବା କରି ଥାଆନ୍ତି। Viz kapitolaପବିତ୍ର ବାଇବଲ6 ଏହି ଦୃଷ୍ଟିରୁ ତୁମ୍ଭେମାନେ ସରକାରକୁ କର ମଧ୍ୟ ଦିଅ। ସେମାନେ ପରମେଶ୍ୱରଙ୍କ ସେବାରେ ରହିଛନ୍ତି, ଏବଂ ସେହି କାର୍ଯ୍ୟ କରିବା ପାଇଁ ନିଜର ସମ୍ପୂର୍ଣ୍ଣ ସମୟ ଦେଉଛନ୍ତି। Viz kapitola |