ରୋମୀୟ 14:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଖାଦ୍ୟ ସକାଶେ ଈଶ୍ବରଙ୍କର କର୍ମ ନଷ୍ଟ କର ନାହିଁ। ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଖାଦ୍ୟ ସକାଶେ ଈଶ୍ଵରଙ୍କର କର୍ମ ନଷ୍ଟ କର ନାହିଁ। ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ। Viz kapitolaଓଡିଆ ବାଇବେଲ20 ଖାଦ୍ୟ ସକାଶେ ଈଶ୍ୱରଙ୍କର କର୍ମ ନଷ୍ଟ କର ନାହିଁ । ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ । Viz kapitolaପବିତ୍ର ବାଇବଲ (CL) NT (BSI)20 ସାମାନ୍ୟ ଖାଦ୍ୟ ଯୋଗୁଁ ଈଶ୍ୱର ଯାହା ସାଧନ କରିଛନ୍ତି, ତାହା ନଷ୍ଟ କର ନାହିଁ। ଯେ କୌଣସି ଖାଦ୍ୟ ଭୋଜନ କରାଯାଇପାରେ। କିନ୍ତୁ କୌଣସି ଖାଦ୍ୟ ଖାଇବା ଦ୍ୱାରା ଯଦି ତୁମେ ଅନ୍ୟର ବାଧାର କାରଣ ହୁଅ, ତେବେ ସେହି ଖାଦ୍ୟ ଖାଇବା ଅନୁଚିତ। Viz kapitolaପବିତ୍ର ବାଇବଲ20 ଖାଦ୍ୟ ଯେପରି ପରମେଶ୍ୱରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ୟ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍, ଯଦି ତାହା ଅନ୍ୟ ଜଣକୁ ପାପରେ ପଡ଼ିଯିବାର କାରଣ ହୋଇଥାଏ। Viz kapitola |