ରୋମୀୟ 15:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁନର୍ବାର ଯିଶାଇୟ କହନ୍ତି, “ଯିଶୀଙ୍କ ମୂଳ ରହିବ, ଆଉ ଯେ ଅଣଯିହୁଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୁଦୀମାନେ ତାହାଙ୍କ ଉପରେ ଭରସା ରଖିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁନର୍ବାର ଯିଶାଇୟ କହନ୍ତି, “ଯିଶୟଙ୍କ ମୂଳ ରହିବ, ଆଉ, ଯେ ବିଜାତିଙ୍କ ଉପରେ ଶାସନ କରିବାକୁ ଉଠିବେ, ବିଜାତିମାନେ ତାହାଙ୍କ ଉପରେ ଭରସା ରଖିବେ।” Viz kapitolaଓଡିଆ ବାଇବେଲ12 ପୁନର୍ବାର ଯିଶାଇୟ କହନ୍ତି, "ଯିଶାଇୟଙ୍କ ମୂଳ ରହିବ, ଆଉ, ଯେ ଅଣଯିହୂଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୂଦୀମାନେ ତାହାଙ୍କ ଉପରେ ଭରସା ରଖିବେ ।'' Viz kapitolaପବିତ୍ର ବାଇବଲ (CL) NT (BSI)12 ଏବଂ ଯିଶାଇୟ କହିଛନ୍ତି: “ଯେଶିଙ୍କ ଜଣେ ବଂଶଧର ଆବିର୍ଭୁତ ହେବେ, ସେ ଅଣଇହୁଦୀମାନଙ୍କୁ ଶାସନ କରିବେ ଓ ସେମାନେ ତାଙ୍କଠାରେ ଭରସା ରଖିବେ।” Viz kapitolaପବିତ୍ର ବାଇବଲ12 ଯିଶାଇୟ ମଧ୍ୟ କୁହନ୍ତି, “ଯିଶୟଙ୍କ ବଂଶରୁ ଜଣେ ପ୍ରକାଶିତ ହେବ। ସେହି ଲୋକ ଅଣଯିହୂଦୀମାନଙ୍କ ଉପରେ ଶାସନ କରିବେ, ଓ ଅଣଯିହୂଦୀମାନେ ସେହି ଲୋକ ପାଇଁ ଭରସା ଲାଭ କରିବେ।” Viz kapitola |