ରୋମୀୟ 15:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତଥାପି ମୋତେ ଈଶ୍ବରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତଥାପି ମୋତେ ଈଶ୍ଵରଙ୍କ କର୍ତ୍ତୃକ ଦତ୍ତ ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। Viz kapitolaଓଡିଆ ବାଇବେଲ15 ତଥାପି ମୋତେ ଈଶ୍ୱରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)15 ଏହି ପତ୍ରରେ ତୁମ୍ଭମାନଙ୍କୁ କେତେକ ବିଷୟ ପ୍ରତି ସଚେତନ କରାଇବା ପାଇଁ ମୁଁ ସାହାସୀ ହୋଇଛି, Viz kapitolaପବିତ୍ର ବାଇବଲ15 କିନ୍ତୁ ପୁନର୍ବାର ମନେ ପକାଇବା ପାଇଁ ମୁଁ ଖୋଲାଖୋଲି ଭାବେ କେତେକ ବିଷୟରେ ଲେଖିଥିଲି। ପରମେଶ୍ୱରଙ୍କଠାରୁ ବିଶେଷ ଅନୁଗ୍ରହଦାନ ପାଇଥିବାରୁ, ମୁଁ ଏପରି କଲି। Viz kapitola |