ରୋମୀୟ 15:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଣୁ ଈଶ୍ବରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଣୁ ଈଶ୍ଵରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି। Viz kapitolaଓଡିଆ ବାଇବେଲ17 ଏଣୁ ଈଶ୍ୱରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)17 ଖ୍ରୀଷ୍ଟ ଯୀଶୁଙ୍କ ସହିତ ସମ୍ମିଳିତ ହୋଇ ଈଶ୍ୱରଙ୍କ ନିମନ୍ତେ ଏହି ସେବା କାର୍ଯ୍ୟ କରୁଥିବାରୁ ମୁଁ ଗର୍ବ ଅନୁଭବ କରୁଛି। Viz kapitolaପବିତ୍ର ବାଇବଲ17 ମୁଁ ଗର୍ବ କରେ ଯେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ରହି ମୁଁ ପରମେଶ୍ୱରଙ୍କ ସେବା କରିଛି। Viz kapitola |