ରୋମୀୟ 15:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମୁଁ ସ୍ପେନ ଦେଶକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେ ସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)24 ମୁଁ ସ୍ପେନକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି। Viz kapitolaଓଡିଆ ବାଇବେଲ24 ମୁଁ ସ୍ପେନକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେ ସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)24 ସ୍ପେନ୍ ଯିବା ବାଟରେ ତୁମ୍ଭମାନଙ୍କୁ ଦେଖି ଆସିବି ବୋଲି ଭାବିଛି। ତୁମ୍ଭମାନଙ୍କ ନିକଟରେ କିଛି ସମୟ ଅତିବାହିତ କରିବା ପରେ ତୁମ୍ଭମାନଙ୍କ ସାହାଯ୍ୟରେ ସ୍ପେନ୍ ଚାଲିଯିବ। Viz kapitolaପବିତ୍ର ବାଇବଲ24 ଅତଏବ ମୁଁ ଯେତେବେଳେ ସ୍ପେନକୁ ଯିବି, ସେତେବେଳେ ତୁମ୍ଭମାନଙ୍କୁ ଦେଖା କରିବି। ଆଶାକରେ ଯେ ସ୍ପେନକୁ ଯିବାବାଟରେ ମୁଁ ତୁମ୍ଭମାନଙ୍କୁ ଦେଖା କରିବି ସେଠାରେ ରହିବି ଓ ଆନନ୍ଦ ଉପଭୋଗ କରିବି। ତୁମ୍ଭେମାନେ ମୋତେ ମୋର ଯାତ୍ରାରେ ମଧ୍ୟ ସାହାଯ୍ୟ କରି ପାରିବ। Viz kapitola |