ରୋମୀୟ 15:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ଈଶ୍ବରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ପୁଣି, ଈଶ୍ଵରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମପ୍ରାପ୍ତ ହୁଏ। Viz kapitolaଓଡିଆ ବାଇବେଲ32 ପୁଣି, ଈଶ୍ୱରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ । Viz kapitolaପବିତ୍ର ବାଇବଲ (CL) NT (BSI)32 ଈଶ୍ୱରଙ୍କ ଇଚ୍ଛା ହେଲେ, ମୁଁ ତୁମ୍ଭମାନଙ୍କ ନିକଟକୁ ଆନନ୍ଦରେ ଆସିବି ଓ ତୁମ୍ଭମାନଙ୍କ ସହିତ କିଛି ଦିନ ଅତିବାହିତ କରି ମୋ’ ମନରେ ସ୍ଫୂର୍ତ୍ତି ଅନୁଭବ କରିବି। Viz kapitolaପବିତ୍ର ବାଇବଲ32 ତା'ପରେ ଯଦି ପରମେଶ୍ୱର ଇଚ୍ଛା କରନ୍ତି ତା'ହେଲେ ମୁଁ ତୁମ୍ଭମାନଙ୍କ ପାଖକୁ ଆନନ୍ଦର ସହ ଆସିବି ଓ ବିଶ୍ରାମ ନେବି। Viz kapitola |