ରୋମୀୟ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ବରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯେପରି ଏକ ଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ଵରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର। Viz kapitolaଓଡିଆ ବାଇବେଲ6 ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ୱରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର । Viz kapitolaପବିତ୍ର ବାଇବଲ (CL) NT (BSI)6 ସମସ୍ତେ ମିଳିତ ଭାବରେ ଏକ ସ୍ୱରରେ ପ୍ରଭୁ ଯୀଶୁ ଖ୍ରୀଷ୍ଟ ପିତା ଈଶ୍ୱରଙ୍କ ପ୍ରଶଂସା କର। Viz kapitolaପବିତ୍ର ବାଇବଲ6 ତା'ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ୱରଙ୍କୁ ମହିମା ପ୍ରଦାନ କରି ପାରିବ। Viz kapitola |