ରୋମୀୟ 16:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି; Viz kapitolaପବିତ୍ର ବାଇବଲ (Re-edited) - (BSI)17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି; Viz kapitolaଓଡିଆ ବାଇବେଲ17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି; Viz kapitolaପବିତ୍ର ବାଇବଲ (CL) NT (BSI)17 ଭାଇମାନେ, ଅନୁନୟ କରୁଛି, ତୁମେ ଗ୍ରହର କରିଥିବା ଶିକ୍ଷାର ବିରୋଧ କରି ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ବିଭେଦ ସୃଷ୍ଟି କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କଠାରୁ ଦୂରେଇ ରୁହ। Viz kapitolaପବିତ୍ର ବାଇବଲ17 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ କହିବାକୁ ଇଚ୍ଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତରେ ଦଳଭେଦ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସେମାନଙ୍କଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ୱାସକୁ ଭାଙ୍ଗିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧରେ ଥା’ନ୍ତି। Viz kapitola |