ରୋମୀୟ 2:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବରଙ୍କ ନାମ ନିନ୍ଦିତ ହେଉଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)24 କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ବିଜାତିମାନଙ୍କ ମଧ୍ୟରେ ଈଶ୍ଵରଙ୍କ ନାମ ନିନ୍ଦିତ ହେଉଅଛି।” Viz kapitolaଓଡିଆ ବାଇବେଲ24 କାରଣ ଯେପରି ଲେଖା ଅଛି, "ତୁମ୍ଭମାନଙ୍କ ହେତୁ ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱରଙ୍କ ନାମ ନିନ୍ଦିତ ହେଉଅଛି ।'' Viz kapitolaପବିତ୍ର ବାଇବଲ (CL) NT (BSI)24 ଶାସ୍ତ୍ରରେ ଉଲ୍ଲେଖ ଅଛି, “ତୁମ୍ଭମାନଙ୍କ ଯୋଗୁଁ ଅଣଇହୁଦୀମାନଙ୍କ ମଧ୍ୟରେ ଈଶ୍ୱର ନିନ୍ଦିତ ହେଉଛନ୍ତି।” Viz kapitolaପବିତ୍ର ବାଇବଲ24 ପବିତ୍ର-ଶାସ୍ତ୍ରରେ ଲେଖା ଅଛି, “ଅଣଯିହୂଦୀମାନେ ପରମେଶ୍ୱରଙ୍କ ବିଷୟରେ ମନ୍ଦ କଥା, ଯିହୂଦୀମାନଙ୍କ ପାଇଁ ହିଁ କୁହନ୍ତି।” Viz kapitola |