ରୋମୀୟ 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ବରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି, Viz kapitolaପବିତ୍ର ବାଇବଲ (Re-edited) - (BSI)21 କିନ୍ତୁ ଏବେ ବ୍ୟବସ୍ଥା ବ୍ୟତୀତ ଈଶ୍ଵରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି, Viz kapitolaଓଡିଆ ବାଇବେଲ21 କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ୱରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି, Viz kapitolaପବିତ୍ର ବାଇବଲ (CL) NT (BSI)21 ଈଶ୍ୱର ନିଜ ସହିତ ମନୁଷ୍ୟର ସୁସମ୍ପର୍କ ପ୍ରତିଷ୍ଠା କରିବା ପାଇଁ ବ୍ୟବସ୍ଥା ବାହାରେ ଯାହା କରିଛନ୍ତି, ତାହା ଏବେ ପ୍ରକାଶ ପାଇଛି। ଏ ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନେ ମଧ୍ୟ ସାକ୍ଷ୍ୟ ଦେଇଛନ୍ତି। Viz kapitolaପବିତ୍ର ବାଇବଲ21 କିନ୍ତୁ ବିନା ବ୍ୟବସ୍ଥାରେ ଲୋକମାନଙ୍କୁ ଧାର୍ମିକ କରିବା ପାଇଁ ପରମେଶ୍ୱରଙ୍କର ଗୋଟିଏ ନୂତନ ମାର୍ଗ ଅଛି। ସେ ଆମ୍ଭକୁ ସେହି ନୂତନ ପଥ ଦେଖାଇ ଦେଇଛନ୍ତି। ଏହି ନୂତନ ପଥ ବିଷୟରେ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତା ଆମ୍ଭକୁ କହୁଛନ୍ତି। Viz kapitola |