ରୋମୀୟ 3:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଅର୍ଥାତ୍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ, Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅର୍ଥାତ୍, ଈଶ୍ଵରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବା ଦ୍ଵାରା ସମସ୍ତ ବିଶ୍ଵାସୀଙ୍କ ପ୍ରତି ବର୍ତ୍ତେ; କାରଣ କୌଣସି ପ୍ରଭେଦ ନାହିଁ; Viz kapitolaଓଡିଆ ବାଇବେଲ22 ଅର୍ଥାତ୍, ଈଶ୍ୱରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତିବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)22 କେବଳ ଯୀଶୁଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଲୋକେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୁଅନ୍ତି। ଈଶ୍ୱର କାହା ପ୍ରତି ପକ୍ଷପାତିତା ନ କରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ଏହି ସୁଯୋଗ ଦିଅନ୍ତି। Viz kapitolaପବିତ୍ର ବାଇବଲ22 ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ପରମେଶ୍ୱର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ୱର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ। Viz kapitola |