ରୋମୀୟ 3:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ଵୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ଵାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି। Viz kapitolaଓଡିଆ ବାଇବେଲ26 ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)26 କିନ୍ତୁ ବର୍ତ୍ତମାନ ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ପାପ କ୍ଷମାର ବ୍ୟବସ୍ଥା କରିଛନ୍ତି। ଏଥିଦ୍ୱାରା ଈଶ୍ୱର ଦର୍ଶାଇ ଦେଇଛନ୍ତି ଯେ, ସେ ନିଜେ ଧାର୍ମିକ ଓ ଯେଉଁମାନେ ଯୀଶୁଙ୍କଠାରେ ବିଶ୍ୱାସ କରନ୍ତି, ସେ ସମସ୍ତଙ୍କୁ ଧାର୍ମିକ ରୂପେ ଗ୍ରହଣ କରିବେ। Viz kapitolaପବିତ୍ର ବାଇବଲ26 ପୂର୍ବରୁ ପରମେଶ୍ୱର ଧୈର୍ଯ୍ୟ ଧରି ରହିଥିବା ଲୋକମାନଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡ ନ ଦେଇ ଉଚିତ୍ କାର୍ଯ୍ୟ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ୱର ଯେ, ନିଜେ ନ୍ୟାୟବାନ ତାହା ଦେଖାଇବା ପାଇଁ ଯୀଶୁଙ୍କଠାରେ ବିଶ୍ୱାସ ରଖି ଥିବା ଯେକୌଣସି ଲୋକକୁ ଧାର୍ମିକ କଲେ। Viz kapitola |