ରୋମୀୟ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ; Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅତଏବ, ବିଶ୍ଵାସ ଦ୍ଵାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ସହିତ ଶାନ୍ତିରେ ଅଛୁନ୍ତ Viz kapitolaଓଡିଆ ବାଇବେଲ1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଶାନ୍ତିରେ ଅଛୁ; Viz kapitolaପବିତ୍ର ବାଇବଲ (CL) NT (BSI)1 ବର୍ତ୍ତମାନ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇଛୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଯୋଗୁଁ ଈଶ୍ୱରଙ୍କ ସହିତ ଆମର ପ୍ରତିଷ୍ଠା ହୋଇଛି। Viz kapitolaପବିତ୍ର ବାଇବଲ1 ଆମ୍ଭର ବିଶ୍ୱାସ ହେତୁ ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ସହିତ ଆମ୍ଭେ ଶାନ୍ତିରେ ଅଛୁ। ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହର ଅଧୀନ କଲେ। Viz kapitola |