ରୋମୀୟ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ଵାରା ଆମ୍ଭେମାନେ ଈଶ୍ଵରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ। Viz kapitolaଓଡିଆ ବାଇବେଲ11 ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ | Viz kapitolaପବିତ୍ର ବାଇବଲ (CL) NT (BSI)11 କେବଳ ସେତିକି ନୁହେଁ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଯେଉଁ ସବୁ କାର୍ଯ୍ୟ ସାଧନ କରିଛନ୍ତି, ସେଥିପାଇଁ ଆମର ହୃଦୟ ଉଚ୍ଛ୍ୱସିତ ଆନନ୍ଦରେ ପରିପୂର୍ଣ୍ଣ। ସେହି ଯୀଶୁ ଈଶ୍ୱରଙ୍କ ସହିତ ଆମ୍ଭମାନଙ୍କର ପୁନର୍ମିଳନ କରାଇଛନ୍ତି। Viz kapitolaପବିତ୍ର ବାଇବଲ11 ଆମ୍ଭେ ଯେ କେବଳ ରକ୍ଷା ପାଇବୁ ତା’ ନୁହେଁ, ବରଂ ଏବେ ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କଠାରେ ମଧ୍ୟ ଅତ୍ୟଧିକ ଆନନ୍ଦିତ ହେତୁ କେବଳ ଯୀଶୁଙ୍କ ପାଇଁ ଆମ୍ଭେ ଆଜି ପରମେଶ୍ୱରଙ୍କ ମିତ୍ର ଅଟୁ। Viz kapitola |