ରୋମୀୟ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ଵାରା ବିଶ୍ଵାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ଵରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ। Viz kapitolaଓଡିଆ ବାଇବେଲ2 ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ୱରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ । Viz kapitolaପବିତ୍ର ବାଇବଲ (CL) NT (BSI)2 ସେହି ଯୀଶୁ ଆମ୍ଭମାନଙ୍କ ବିଶ୍ୱାସ ଯୋଗୁଁ ବର୍ତ୍ତମାନ ଆମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହର ଅନୁଭୂତି ପ୍ରଦାନ କରିଛନ୍ତି। ତେଣୁ ଈଶ୍ୱରଙ୍କ ଗୌରବରେ ଅଂଶୀ ହେବାର ଆଶା ଆମ୍ଭମାନଙ୍କୁ ଉତ୍ଫୁଲ୍ଲ କରି ରଖିଛି। Viz kapitolaପବିତ୍ର ବାଇବଲ2 ଏବେ ଆମ୍ଭେ ଏହି ଅନୁଗ୍ରହରେ ରହିଛୁ ଓ ଆମ୍ଭେ ପରମେଶ୍ୱରଙ୍କ ଏହି ମହିମାରେ ଭାଗୀଦର ହୋଇଥିବା ଆଶାରେ ଆନନ୍ଦିତ। Viz kapitola |