ରୋମୀୟ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତେବେ କଅଣ? ଆମ୍ଭେମାନେ ଯେ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ। Viz kapitolaଓଡିଆ ବାଇବେଲ15 ତେବେ କ'ଣ ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥି ନିମନ୍ତେ କି ପାପ କରିବା ? ତାହା କେବେ ହେଁ ନ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)15 ତାହାହେଲେ, ଆମ୍ଭେମାନେ ବ୍ୟବସ୍ଥାର ଅଧୀନ ନ ହୋଇ ଈଶ୍ୱରଙ୍କ ଅନୁଗ୍ରହପ୍ରାପ୍ତ ବୋଲି କଅଣ ପାପ କରୁଥିବା? କଦାପି ନୁହେଁ। Viz kapitolaପବିତ୍ର ବାଇବଲ15 ତା'ହେଲେ ଆମ୍ଭେ କ’ଣ କରିବା ଉଚିତ୍? ଆମ୍ଭେ ବ୍ୟବସ୍ଥାର ଅଧୀନ ନୋହୁଁ, କିନ୍ତୁ ଅନୁଗ୍ରହର ଅଧୀନ ବୋଲି କ’ଣ ପାପ କରି ଗ୍ଭଲିଥିବା? ଅବଶ୍ୟ ନୁହେଁ! Viz kapitola |