ରୋମୀୟ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା? Viz kapitolaପବିତ୍ର ବାଇବଲ (Re-edited) - (BSI)2 ତାହା କେବେହେଁ ନ ହେଉ। ପାପ ପ୍ରତି ମୃତ ଯେ ଆମ୍ଭେମାନେ, ଆମ୍ଭେମାନେ ସେଥିରେ କିପରି ଆଉ ଜୀବନ କାଟିବା? Viz kapitolaଓଡିଆ ବାଇବେଲ2 ତାହା କେବେ ହେଁ ନ ହେଉ । ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା ? Viz kapitolaପବିତ୍ର ବାଇବଲ (CL) NT (BSI)2 କଦାପି ନୁହେଁ। ପାପ ପ୍ରତି ଆମ୍ଭେମାନେ ମୃତ ହୋଇଛୁ- ସେଥିରେ ଆଉ ଜୀବନ କାଟିବା କିପରି? Viz kapitolaପବିତ୍ର ବାଇବଲ2 ନା! ଆମ୍ଭେ ଆମ୍ଭର ପୁରାତନ ପାପ ପୂର୍ଣ୍ଣ ଜୀବନ ପ୍ରତି ମରିଯାଇଛୁ। ତା'ହେଲେ ଆମ୍ଭେ ଆଉ ପାପ କରି ଗ୍ଭଲିପାରିବା କି? Viz kapitola |