ରୋମୀୟ 6:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ଵରଙ୍କ ଅନୁଗ୍ରହଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନ; ଜୀବନ ଅଟେ। Viz kapitolaଓଡିଆ ବାଇବେଲ23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ । Viz kapitolaପବିତ୍ର ବାଇବଲ (CL) NT (BSI)23 ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅଯାଚିତ ଦାନ ହେଉଛି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଅନନ୍ତ ଜୀବନ। Viz kapitolaପବିତ୍ର ବାଇବଲ23 ପାପର ସ୍ୱାଭାବିକ ପରିଣତି ମୃତ୍ୟୁ। କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତାରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି। Viz kapitola |