ରୋମୀୟ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ଵ ନାହିଁ। Viz kapitolaଓଡିଆ ବାଇବେଲ9 ଖ୍ରୀଷ୍ଟ ମୃତ୍ୟୁମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)9 ଆମେ ଜାଣୁ, ଖ୍ରୀଷ୍ଟ ମୃତ୍ୟୁରୁ ପୁନରୁତ୍ଥିତ ହୋଇଥିବାରୁ, ସେ ଆଉ କେବେ ମୃତ୍ୟୁଭୋଗ କରିବେ ନାହିଁ। ତାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ। Viz kapitolaପବିତ୍ର ବାଇବଲ9 ଖ୍ରୀଷ୍ଟ ମୃତ୍ୟୁରୁ ଉଠିଥିଲେ ଓ ଆମ୍ଭେ ଜାଣୁ ଯେ ସେ ପୁନଃ ମରିବେ ନାହିଁ। ଏବେ ମୃତ୍ୟୁର ତାଙ୍କ ଉପରେ ଆଉ କୌଣସି କର୍ତ୍ତୃତ୍ୱ ନାହିଁ। Viz kapitola |