ରୋମୀୟ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ୱ କରେ, ଏହା ତୁମ୍ଭେମାନେ କଅଣ ଜାଣ ନାହିଁ? ମୁଁ ତ ମୋଶାଙ୍କ ବ୍ୟବସ୍ଥା ଜାଣିଥିବା ଲୋକମାନଙ୍କୁ କହୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ଵ କରେ, ଏହା ତୁମ୍ଭେମାନେ କଅଣ ଜାଣ ନାହିଁ? ମୁଁ ତ ବ୍ୟବସ୍ଥା ଜାଣିବା ଲୋକମାନଙ୍କୁ କହୁଅଛି। Viz kapitolaଓଡିଆ ବାଇବେଲ1 ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ୱ କରେ, ଏହା ତୁମ୍ଭେମାନେ କ'ଣ ଜାଣ ନାହିଁ ? ମୁଁ ତ ମୋଶାଙ୍କ ବ୍ୟବସ୍ଥା ଜାଣିଥିବା ଲୋକମାନଙ୍କୁ କହୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ବର୍ତ୍ତମାନ ଯାହା କହିବାକୁ ଯାଉଛି, ତୁମ୍ଭେମାନେ ତାହା ବୁଝିପାରିବ, କାରଣ ତୁମେ ଜାଣିଛ, “ବ୍ୟବସ୍ଥା” କଅଣ। ମନୁଷ୍ୟ କେବଳ ତା’ର ଜୀବଦ୍ଦଶା ସମୟରେ ବ୍ୟବସ୍ଥାର ଅଧୀନରେ ଥାଏ। Viz kapitolaପବିତ୍ର ବାଇବଲ1 ଭାଇ ଓ ଭଉଣୀଗଣ, ତୁମ୍ଭେମାନେ ବ୍ୟବସ୍ଥା ଜାଣ। ତୁମ୍ଭେମାନେ ଜାଣ ଯେ ଯେତେବେଳେ ଜଣେ ଲୋକ ଜୀବିତ, ବ୍ୟବସ୍ଥା ତାହାକୁ ନିୟନ୍ତ୍ରିତ କର। Viz kapitola |