Online Bible

- Reklamy -




ରୋମୀୟ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ।

Viz kapitola kopírovat

ଓଡିଆ ବାଇବେଲ

23 କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ମୋଶାଙ୍କ ବ୍ୟବସ୍ଥା ଦେଖେ, ତାହା ମୋହର ମନର ମୋଶାଙ୍କ ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ମୋଶାଙ୍କ ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 କିନ୍ତୁ ମୋ’ ମନର ଏହି ଇଚ୍ଛା ବିରୁଦ୍ଧରେ ମୋର ଶରୀରକୁ ନିୟନ୍ତ୍ରଣ କରୁଥିବା ବିଧାନ ସର୍ବଦା ସଂଘର୍ଷ କରୁଥାଏ। ମୋ’ ଶରୀରରେ ସକ୍ରିୟ ଥିବା ସେହି ପାପ ପ୍ରବୃତ୍ତି ମୋତେ ବନ୍ଦୀ କରି ରଖିଛି।

Viz kapitola kopírovat

ପବିତ୍ର ବାଇବଲ

23 କିନ୍ତୁ ମୋ’ ଶରୀରରେ ମୁଁ ଆଉ ଗୋଟିଏ ବ୍ୟବସ୍ଥା କାମ କରୁଥିବାର ଦେଖୁଛି। ସେମାନେ ଗ୍ରହଣ କରୁଥିବା ବ୍ୟବସ୍ଥା ସହିତ ମୋ’ ଶରୀରର ବ୍ୟବସ୍ଥା ସଂଘର୍ଷ କରୁଛି। ମୋ’ ଶରୀରରେ କାମ କରୁଥିବା ଏହି ବ୍ୟବସ୍ଥାଟି ପାପର ବ୍ୟବସ୍ଥା ଅଟେ, ଓ ସୋହି ବ୍ୟବସ୍ଥା ମୋତେ ବନ୍ଦୀ କରି ପକାଏ।

Viz kapitola kopírovat




ରୋମୀୟ 7:23

Následuj nás:

Reklamy


Reklamy