ରୋମୀୟ 8:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାହାର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାହାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ; Viz kapitolaପବିତ୍ର ବାଇବଲ (Re-edited) - (BSI)20 କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାʼର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ; Viz kapitolaଓଡିଆ ବାଇବେଲ20 କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତା'ର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ; Viz kapitolaପବିତ୍ର ବାଇବଲ (CL) NT (BSI)20 କାରଣ ସୃଷ୍ଟି ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ହୋଇ ତା’ର ଲକ୍ଷ୍ୟରୁ ବିଚ୍ୟୁତ ହୋଇଛି। କିନ୍ତୁ ତଥାପି ତା’ର ଆଶା ରହିଛି, Viz kapitolaପବିତ୍ର ବାଇବଲ20 ପରମେଶ୍ୱର ଯାହାକିଛି ସୃଷ୍ଟି କରିଥିଲେ ତାହା ଅସାର ହୋଇଗଲା। ଏହା ସଂସାରର ପସନ୍ଦ ନ ଥିଲା, କିନ୍ତୁ ପରମେଶ୍ୱର ଏହା କରିବା ପାଇଁ ସ୍ଥିର କରିଥିଲେ। କିନ୍ତୁ ଏହି ଭରଷା ଥିଲା: Viz kapitola |