ରୋମୀୟ 8:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ବରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ଵରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ଵନ୍ଧୀୟ ସ୍ଵାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ଵରୁ ମୁକ୍ତ ହେବ। Viz kapitolaଓଡିଆ ବାଇବେଲ21 ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ୱରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)21 ଦିନେ ଈଶ୍ୱରଙ୍କ ସନ୍ତାନମାନଙ୍କ ଗୌରବର ଭାଗୀ ହୋଇ ସେ ମଧ୍ୟ ତା’ର କ୍ଷୟମାଣ ଅବସ୍ଥାରୁ ମୁକ୍ତିଲାଭ କରିବ। Viz kapitolaପବିତ୍ର ବାଇବଲ21 ଯେପରି ପରମେଶ୍ୱର ସୃଷ୍ଟି କରିଥିବା ପ୍ରତ୍ୟେକ ବସ୍ତୁ ବିନାଶରୁ ମୁକ୍ତ ହେବ। ଏହି ଭରସା ଥିଲା ଯେ ପରମେଶ୍ୱରଙ୍କ ସନ୍ତାନମାନଙ୍କ ପାଇଁ ଯାହାକିଛି ନିର୍ମିତ ହୋଇଛି ସେଗୁଡ଼ିକ ସେହି ସ୍ୱଚ୍ଛନ୍ଦ ଓ ମହିମାର ଭାଗୀ ହେବେ। Viz kapitola |