ରୋମୀୟ 8:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଈଶ୍ଵରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ଵର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି। Viz kapitolaଓଡିଆ ବାଇବେଲ33 ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ ? ଈଶ୍ୱର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)33 ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିପାରିବ? ସେମାନଙ୍କୁ ନିର୍ଦ୍ଦୋଷ ବୋଲି ସ୍ୱୟଂ ଈଶ୍ୱର ଘୋଷଣା କରିଛନ୍ତି। Viz kapitolaପବିତ୍ର ବାଇବଲ33 ପରମେଶ୍ୱର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିଯୁକ୍ତ କରି ପାରିବ? କେହି ନୁହେଁ! ପରମେଶ୍ୱର ହିଁ ସେହି ଲୋକମାନଙ୍କୁ ଧାର୍ମିକ କରନ୍ତି। Viz kapitola |