ରୋମୀୟ 8:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)34 କିଏ ଦଣ୍ତାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି। Viz kapitolaଓଡିଆ ବାଇବେଲ34 କିଏ ଦଣ୍ଡାଜ୍ଞା ଦେବ ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)34 ତେବେ କିଏ ସେମାନଙ୍କୁ ଆଉ ଦୋଷୀ କରିପାରିବ? ଖ୍ରୀଷ୍ଟ ଯୀଶୁ ତା’ କେବେ କରିବେ ନାହିଁ, କାରଣ ସେ ମୃତ୍ୟୁରୁ ପୁନରୁତ୍ଥିତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହୋଇ ଅଛନ୍ତି। Viz kapitolaପବିତ୍ର ବାଇବଲ34 କିଏ କହି ପାରିବ ଯେ ପରମେଶ୍ୱରଙ୍କ ଲୋକମାନେ ଦୋଷୀ? କେହି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ, କିନ୍ତୁ ତାହା ହିଁ ସବୁକିଛି ନୁହେଁ। ସେ ମୃତ୍ୟୁରୁ ମଧ୍ୟ ଜୀବିତ ହେଲେ। ସେ ଏବେ ପରମେଶ୍ୱରଙ୍କ ଡାହାଣ ପଟରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ନିବେଦନ କରୁଛନ୍ତି। Viz kapitola |