ରୋମୀୟ 8:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ଵାରା ଆମ୍ଭେମାନେ ଏହିସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ। Viz kapitolaଓଡିଆ ବାଇବେଲ37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ । Viz kapitolaପବିତ୍ର ବାଇବଲ (CL) NT (BSI)37 ଯେ ଆମ୍ଭମାନଙ୍କୁ ପ୍ରେମ କରୁଛନ୍ତି, ତାଙ୍କ ସାହାଯ୍ୟରେ ଆମେ ଏ ସବୁ ଉପରେ ବିଜୟୀ ହୋଇଛୁ। Viz kapitolaପବିତ୍ର ବାଇବଲ37 କିନ୍ତୁ ଏସବୁରେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶିତ କରିଥିବା ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେ ପୂର୍ଣ୍ଣ ବିଜୟୀ। Viz kapitola |