ରୋମୀୟ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରିପାରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ଯେଉଁମାନେ ଶାରୀରିକଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରି ପାରନ୍ତି। Viz kapitolaଓଡିଆ ବାଇବେଲ3 କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରି ପାରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)3 ମୋ’ ସ୍ୱଜାତି ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇ ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ହେବା ପାଇଁ ମୁଁ ଇଚ୍ଛୁକ, କାରଣ ସେମାନେ ଈଶ୍ୱରଙ୍କ ଲୋକ। Viz kapitolaପବିତ୍ର ବାଇବଲ3 ସେମାନେ ମୋର ଭାଇ ଓ ଭଉଣୀ। ସେମାନେ ଏହି ସଂସାରରେ ମୋର ପରିବାର। ମୁଁ ସେମାନଙ୍କୁ ସାହାଯ୍ୟ କରିପାରେ। ମୁଁ ନିଜେ ଅଭିଶପ୍ତ ହେବା ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହୋଇପାରେ। Viz kapitola |