ରୋମୀୟ 9:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତେବେ, ଆମ୍ଭେମାନେ କଅଣ କହିବା? ଯେଉଁ ଅଣଯିହୁଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)30 ତେବେ, ଆମ୍ଭେମାନେ କଅଣ କହିବା? ଯେଉଁ ବିଜାତିମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ଵାସମୂଳକ ଧାର୍ମିକତା ଲାଭ କରିଅଛନ୍ତି। Viz kapitolaଓଡିଆ ବାଇବେଲ30 ତେବେ, ଆମ୍ଭେମାନେ କ'ଣ କହିବା ? ଯେଉଁ ଅଣଯିହୂଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)30 ତେଣୁ ଅଣଇହୁଦୀମାନଙ୍କ ବିଷୟରେ ଏହା କହିପାରିବା, ସେମାନେ ଧାର୍ମିକ ହେବାକୁ ଚେଷ୍ଟା କରୁ ନ ଥିଲେ, କିନ୍ତୁ ସେମାନଙ୍କ ବିଶ୍ୱାସ ଯୋଗୁଁ ଧାର୍ମିକ ବିବେଚିତ ହୋଇଛନ୍ତି। Viz kapitolaପବିତ୍ର ବାଇବଲ30 ତା'ହେଲେ ଏସବୁର ଅର୍ଥ କ’ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ହେବା ପାଇଁ ଯତ୍ନ ଶୀଳ ନୁହନ୍ତି। କିନ୍ତୁ ସେମାନେ ପରମେଶ୍ୱରଙ୍କ ଦ୍ୱାରା ନିଜ ବିଶ୍ୱାସ ହେତୁ ଧାର୍ମିକ ହେଲେ। Viz kapitola |