Online Bible

- Reklamy -




ରୋମୀୟ 9:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଯେପରି ଲେଖାଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ଯେପରି ଲେଖାଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ଵାସ କରେ, ସେ ଲଜ୍ଜିତ ହେବ ନାହିଁ।”

Viz kapitola kopírovat

ଓଡିଆ ବାଇବେଲ

33 ଯେପରି ଲେଖା ଅଛି, "ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ" ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

33 ଶାସ୍ତ୍ରରେ ଯେପରି ଲେଖା ହୋଇଛି: “ଦେଖ, ଆମେ ସିୟୋନରେ ଗୋଟିଏ ପ୍ରସ୍ତର ଓ ଗୋଟିଏ ଶିଳାଖଣ୍ଡ ସ୍ଥାପନ କରିଛୁ। ସେଥିରେ ଆଘାତ ପାଇ ଲୋକେ ଝୁଣ୍ଟି ପଡ଼ିବେ। କିନ୍ତୁ ବିଶ୍ୱାସୀ ନିରାଶ ହେବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

33 ଧର୍ମଶାସ୍ତ୍ର ସେ ପଥର ବିଷୟରେ କୁହେ: “ଦେଖ, ଆମ୍ଭେ ସିୟୋନଠାରେ ପଥରଟିଏ ରଖିଛୁ ଏହି ପଥରଟି ଲୋକମାନଙ୍କୁ ପକାଇ ଦିଏ। ଏହି ପଥରଟି ଲୋକମାନଙ୍କୁ ପାପ କରିବା ପାଇଁ ପ୍ରବର୍ତ୍ତାଏ କିନ୍ତୁ ଯେଉଁ ଲୋକ ସେ ପଥରଟିରେ ବିଶ୍ୱାସ କରେ ସେ ଲଜ୍ଜିତ ହେବ ନାହିଁ।”

Viz kapitola kopírovat




ରୋମୀୟ 9:33

Následuj nás:

Reklamy


Reklamy