ରୋମୀୟ 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ଈଶ୍ବରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ। କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ, Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ଈଶ୍ଵରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ। କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ, Viz kapitolaଓଡିଆ ବାଇବେଲ6 କିନ୍ତୁ ଈଶ୍ୱରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ । କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ, Viz kapitolaପବିତ୍ର ବାଇବଲ (CL) NT (BSI)6 ଈଶ୍ୱରଙ୍କ ପ୍ରତିଜ୍ଞା ବିଫଳ ହୋଇଛି ବୋଲି ମୁଁ କହୁ ନାହିଁ, କାରଣ ଇଶ୍ରାଏଲୀୟମାନେ ସମସ୍ତେ ଈଶ୍ୱରଙ୍କ ଲୋକ ନୁହଁନ୍ତି, Viz kapitolaପବିତ୍ର ବାଇବଲ6 ମୁଁ ଯିହୂଦୀମାନଙ୍କ ଲାଗି ଦୁଃଖ ପ୍ରକାଶ କରୁଛି। ପରମେଶ୍ୱର ତାହାଙ୍କର ପ୍ରତିଶ୍ରୁତି ରକ୍ଷା କଲେ ନାହିଁ ବୋଲି ନୁହେଁ, କାରଣ ଇସ୍ରାଏଲର କେବଳ ଅଳ୍ପ କିଛି ଲୋକ ହିଁ ପ୍ରକୃତରେ ପରମେଶ୍ୱରଙ୍କର ଲୋକ। Viz kapitola |