ରତର ବିବରଣ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଯେହେତୁ ମୁଁ ବୃଦ୍ଧା, ପୁନର୍ବାର ବିବାହ କରି ନ ପାରେ; ଆଉ ମୋହର ଭରସା ଅଛି, ଏହା ବୋଲି ଯଦ୍ୟପି ଆଜି ରାତ୍ରିରେ ସ୍ୱାମୀ ଗ୍ରହଣ କରେ ଓ ସନ୍ତାନ ମଧ୍ୟ ପ୍ରସବ କରେ, Viz kapitolaପବିତ୍ର ବାଇବଲ (Re-edited) - (BSI)12 ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଯେହେତୁ ମୁଁ ବୃଦ୍ଧା, ପୁନର୍ବାର ବିବାହ କରି ନ ପାରେ; ଆଉ ମୋହର ଭରସା ଅଛି, ଏହା ବୋଲି ଯଦ୍ୟପି ଆଜି ରାତ୍ରିରେ ସ୍ଵାମୀ ଗ୍ରହଣ କରେ ଓ ସନ୍ତାନ ମଧ୍ୟ ପ୍ରସବ କରେ, Viz kapitolaଓଡିଆ ବାଇବେଲ12 ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଯେହେତୁ ମୁଁ ବୃଦ୍ଧା, ପୁନର୍ବାର ବିବାହ କରି ନ ପାରେ; ଆଉ ମୋହର ଭରସା ଅଛି, ଏହା ବୋଲି ଯଦ୍ୟପି ଆଜି ରାତ୍ରିରେ ସ୍ୱାମୀ ଗ୍ରହଣ କରେ ଓ ସନ୍ତାନ ମଧ୍ୟ ପ୍ରସବ କରେ, Viz kapitolaପବିତ୍ର ବାଇବଲ12 ତୁମ୍ଭେ କ’ଣ ସ୍ୱସ୍ଥାନକୁ ଯିବ ନାହିଁ? ମୁଁ ଅତ୍ୟଧିକ ବୟସ୍କା ବିବାହ କରିବା ପାଇଁ ଏବଂ ଏକ ନୂଆ ସ୍ୱାମୀ ପାଇବାକୁ। ତଥାପି ଯଦି ପୁନର୍ବାର ବିବାହ କରିବା ପାଇଁ ଯଦି ଆଶା କରେ, ତଥାପି ଯଦି ମୋର ଗୋଟିଏ ସ୍ୱାମୀ ଆଜି ରାତ୍ରିରେ ଥିଲା, ଏବଂ ମୁଁ ଗର୍ଭବତୀ ହୁଏଁ ଏବଂ ଦୁଇଟି ସନ୍ତାନ ଜନ୍ମ ଦିଏ, ଏହାବି ତୁମ୍ଭ ପାଇଁ କୌଣସି ସାହାଯ୍ୟ ହେବ କି? Viz kapitola |