ରତର ବିବରଣ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରିଯିବା ପାଇଁ ପଥରେ ଗମନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଣୁ ଆପଣା ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରି ଯିବା ପାଇଁ ପଥରେ ଗମନ କଲେ। Viz kapitolaଓଡିଆ ବାଇବେଲ7 ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରି ଯିବା ପାଇଁ ପଥରେ ଗମନ କଲେ। Viz kapitolaପବିତ୍ର ବାଇବଲ7 ତେଣୁ ସେ ତା'ର ପୁତ୍ର ବଧୂମାନଙ୍କୁ ଧରି ତା'ର ବାସସ୍ଥାନ ଛାଡ଼ି ଯିହୁଦାକୁ ଗ୍ଭଲି ଆସିଲା। Viz kapitola |